Skip to main content

 

ଶ୍ରୀବିଦ୍ୟା—[10]

ଶ୍ରୀବାଲା-ତ୍ରିପୁର-ସୁନ୍ଦରୀ—

ତ୍ରିପୁରା ଭାରତୀ ଲଘୁସ୍ତବଃ

ସୃଷ୍ଟିର ଆରମ୍ଭରେ ବ୍ରହ୍ମ ସତ୍ତା ସ୍ଵତ: ଚେତନ ହୋଇ ପ୍ରଥମେ ଜ୍ଞାନ-ଶକ୍ତି କୁ ଉତ୍ପନ୍ନ କରିଥାଏତାପରେ ଇଛା-ଶକ୍ତି ପ୍ରକଟ ହୋଇଥାଏ ଓ ବ୍ରହ୍ମ-ସତ୍ତା ଇଛା କଲେ ଯେ ମୁ ଏକରୁ ଅନେକ ହୋଇଯିବି। ତାପରେ କ୍ରିୟା-ଶକ୍ତି ପ୍ରକଟ ହେଲେ ଓ ବ୍ରହ୍ମ-ସତ୍ତା ସୃଷ୍ଟିର ରଚନା ଆରମ୍ଭ କଲେ। ଏହି ପ୍ରକାରରେ ବ୍ରହ୍ମ-ସତ୍ତା ଇଚ୍ଛା, ଜ୍ଞାନ ଓ କ୍ରିୟା—ଏହି ତିନି ରୂପରେ ପ୍ରକଟ ହୋଇ ସଂସାର ରଚନା କରି ଥାନ୍ତି। ଜ୍ଞାନ କୁ ଚିତ୍ତ-ଶକ୍ତି, ଇଚ୍ଛା କୁ ଆନନ୍ଦ ଶକ୍ତିକ୍ରିୟା କୁ ସତ୍-ଶକ୍ତି କୁହାଯାଏତେଣୁ, ବ୍ରହ୍ମ-ସତ୍ତା ର ନାମ ସଚ୍ଚିଦାନନ୍ଦ ମଧ୍ୟ ଅଟେ। 

ପ୍ରାଚୀନ ସମୟରେ ଏକ ମନ୍ତ୍ର-ଶାସ୍ତ୍ର-ସିଦ୍ଧ ଶ୍ରୀ ଲଦ୍ଧ୍ୱାଚାର୍ଯ୍ୟ ଥିଲେ। ତାଙ୍କ ଦ୍ଵାରା ବ୍ରହ୍ମ-ଧର୍ମର ଗୂଢ ରୂପରେ ଏକ ସ୍ତୋତ୍ର ସ୍ଥାପିତ କରିଥିଲେ। ଏହି ସ୍ତୋତ୍ର ଶ୍ରୀ ଲଘୁ-ସ୍ତବ-ରାଜ ନାମରେ ପ୍ରସିଦ୍ଧ ଅଟେ। ବ୍ରହ୍ମ ଧର୍ମର ତିନୋଟି ବିଜାକ୍ଷର—ଜ୍ଞାନ ଶକ୍ତି-ଐଂ’, ଇଛା-ଶକ୍ତି—କ୍ଲୀଂ ଓ କ୍ରିୟା ଶକ୍ତି—ସୌଃ ନିରୂପିତ ଅଟେ ଯାହାକି ବାଲା-ତ୍ରିପୁର-ସୁନ୍ଦରୀ ଙ୍କ ତ୍ରୟ ଅକ୍ଷର ବୀଜ ମନ୍ତ୍ର ଐଂ କ୍ଲୀଂ ସୌଃ ଅଟେ।

ପ୍ରଥମେ ସଂକଲ୍ପ, ବିନିଯୋଗ, ରୃଷ୍ୟାଦି ନ୍ୟାସ, କର ନ୍ୟାସ, ଅଙ୍ଗ-ନ୍ୟାସ କରି ତାପରେ ଧ୍ୟାନ ମନ୍ତ୍ର ପଢିବାକୁ ହୋଇଥାଏ ଓ ପଞ୍ଚ ଉପଚାର ଆଦି କରିବାକୁ ହୋଇଥାଏ। 

ଶ୍ରୀବାଲା-ଗର୍ଭିତ ଶ୍ରୀଯନ୍ତ୍ର-

[ପ୍ରୟୋଗାତ୍ମକ]-[ଶ୍ଳୋକ-1]

ଫଳ--ଐଶ୍ଵର୍ଯ୍ୟ ପ୍ରାପ୍ତି   

               ଓଁ ନମଃ ତ୍ରିପୁରାୟୈ

ଐନ୍ଦ୍ରସ୍ୟେବ ଶରାସନସ୍ୟ ଦଧତୀ ମଧ୍ୟେ ଲଲାଟଂ ପ୍ରଭାଂ

     ଶୌକ୍ଲୀଂ କାନ୍ତିମନୁଷ୍ଣଗୋରିବ ଶିରସ୍ୟାତନ୍ୱତୀ ସର୍ୱତଃ ।

ଏଷାଽସୌ ତ୍ରିପୁରା ହୃଦି ଦ୍ୟୁତିରିବୋଷ୍ଣାଂଶୋଃ ସଦାହଃସ୍ଥିତା

     ଛିନ୍ଦ୍ୟାନ୍ନଃ ସହସା ପଦୈସ୍ତ୍ରିଭିରଘଂ ଜ୍ୟୋତିର୍ମୟୀ ବାଙ୍ମୟୀ ॥ ୧॥

[ମନ୍ତ୍ର-ଶ୍ରୀଂ କ୍ଲୀଂ ଈଶ୍ଵର୍ୟୈ ନମ:’---ଉକ୍ତ ମନ୍ତ୍ରକୁ ପ୍ରାତ: , ମଧ୍ୟାହ୍ନ ଓ ସନ୍ଧ୍ୟା ସମୟ –ଜପ -1000 ଥର ପ୍ରତ୍ଯେକ ସନ୍ଧ୍ୟା—ଫଳ—ଐଶ୍ଵର୍ଯ୍ୟ ପ୍ରାପ୍ତିସମୟ ଅବଧି-40 ଦିନ-/ 160 ଦିନ, ପଞ୍ଚ ଉପଚାର ପୂଜା, ଗୁରୁଙ୍କ ବା ଶ୍ରୀବିଦ୍ୟା ରେ ଅଭିଷିକ୍ତ ଉପାସକ ଙ୍କ ନିର୍ଦେଶରେ କରିବା ଉଚିତ। ଏହି ଉପାସନାରେ ଶ୍ରୀ ବାଲା ଗର୍ଭିତ ଶ୍ରୀଯନ୍ତ୍ର ନିତ୍ୟାନ୍ତ ଆବଶ୍ୟକ]

Continue…..



Comments

Popular posts from this blog

  ପ୍ରାଣ ପ୍ରତିଷ୍ଠା ଓ ନ୍ୟାସ-- ଏକ ଆଧ୍ୟାତ୍ମିକ ବିଶ୍ଳେଷଣ-- ଗତାଙ୍କରୁ ଆଗେ-- ଏହି ଅକ୍ଷର ଗୁଡ଼ିକ ଶ୍ରୁତି ଅନୁସାରେ ନିମ୍ନ ଲକ୍ଷଣ ଅଟେ ଯାହାକି ବ୍ରହ୍ମଙ୍କର ଗୁଣକୁ ବୁଝାଇଥାଏ । ୧        ଅଂ       ମୃତ୍ୟୁଞ୍ଜୟ , ସର୍ବବ୍ୟାପକ ୨        ଆଂ       ଆକର୍ଷଣାତ୍ମକ , ସର୍ବଗତ ୩        ଇଂ       ପୁଷ୍ଟିଦାତା , ଅକ୍ଷୋଭକର ୪        ଈଂ       ବାକ୍‌ପ୍ରସାଦକର , ନିର୍ମଳ ୫        ଉଂ       ସର୍ବବଳପ୍ରଦ , ସାରତର ୬        ଊଂ       ଉଚ୍ଚାଟନକର , ଦୁଃସହ ୭        ଋଂ       ସଂକ୍ଷୋଭକର , ଚଞ୍ଚଳ ୮        ୠଂ       ସମ୍ମୋହନକର , ଉଜ୍ଜ୍ୱଳ ୯        ଲୁଂ      ...
 
କାଲିକା ପ୍ରାତଃ ସ୍ମରଣମ୍‌ ଏହି ପାଠକୁ ସକାଳୁ ଶଯ୍ୟା ତ୍ୟାଗ ସମୟରେ ପ୍ରତିଦିନ ପଢ଼ିଲେ ଜ୍ଞାନ ପ୍ରାପ୍ତି ହୋଇଥାଏ , ସୁଖ ଭୋଗ ପର୍ଯ୍ୟାପ୍ତ ମିଳିଥାଏ । ବିପୁଳ ଯଶର ଉପଲବ୍ଧି ହୋଇଥାଏ ଏବଂ ଶେଷ ସମୟରେ ମୋକ୍ଷ ପ୍ରାପ୍ତି ହୋଇ ଶିବ ଲୋକରେ ସ୍ଥାନ ମି ଳେ ।      । ା ଅଥ କାଲିକା ପ୍ରାତଃ ସ୍ମରଣମ୍ ।ା ପ୍ରାତଃ ସ୍ମରାମି ଭବ-ଭୀତି-ହରାଂ ସୁରେଶୀଂ । କାଲୀଂ କୃପାର୍ଦ୍ର-ନୟନାଂ ନବ-ମେଘ ବର୍ଣ୍ଣାମ୍ ।ା ସୂର‌୍ୟେନ୍ଦୁ -ବହ୍ନ ି -ନୟନା ଂ ଭୃକୁଟୀ-କରାଲା ଂ । ସୃକ୍‌କ-ପ୍ରବାହ-ରୂଧିରାଂ ନର-ମୁଣ୍ଡ-ମାଳାମ୍ ।ା ୧ ।ା ପ୍ର ।ତଃ ସ୍ମରାମି ଜଗତାମଭିଳାଷ-ଦାତ୍ର ୀ ଂ । ଧାତ୍ରୀଂ ସମସ୍ତ-ଜଗତାଂ ଦ୍ରୁତ-ବାକ୍ -ପ୍ରଦାତ୍ରୀମ୍ ।ା ପଂଚ-ତି ୍ରକୋଣ-ନିଲୟା ଂ କୁଲ-ସାମରସ୍ୟ । ଂ । ଦିବ୍ୟୋଧ୍ୟ-ଶକ୍ତି -ନିକରୈଃ ସ୍ଥିତିଭିଃ ପରୀତାମ୍ ।ା ୨ ।ା ପ୍ରା ତଃ ସ୍ମରାମି ଶବ-ରୂପ-ଶିବୋପବିଷ୍ଟା ଂ । ମାର-ପ୍ରୟୁଦ୍ଧ-ନିରତା ଂ କର-କା ଂଚିଭୂଷାମ୍ । । ମୁଣ୍ଡାଭୟା ଂ ବରମସି ଂ ଦଧତୀ ଂ କରାବ୍‌ଜେ । କର୍ଣ୍ଣାବତଂସ-ଶବ-ଯୁଗ୍ମ-କିଶୋର-ଭୂଷାମ୍ । ା ୩ ।ା ପ୍ର ।ତଃ ସ୍ମରାମି ବସୁ -ପତ୍ର-ସରୋଜ-ମଧ୍ୟେ । ବ୍ରାହ୍ମ୍ୟୟାଦି-ମାତୃ-ବସୁ-ଭୈରବ-ଭୈରବୀଭିଃ ।ା ଇନ୍ଦ୍ର ।ଦି-ବଜ୍ର-କୀଣ୍ଣୈ ର୍ କ୍ଷିତି-ଗେହ-ବୀଜଂ । ସ୍ୱାଂକେ ଖଡ଼ଂଙ୍ଗ-ୟୁବତୀଂ ଦଧତୀଂ ତ୍ରି-ନେତ୍ରମ ।ା ୪ ।ା ପ୍ର ।ତଃ ସ୍ମରାମି ପିତୃ -କା...