Skip to main content

 

ସୌନ୍ଦର୍ଯ୍ୟ ଲହରୀ

11th sloka-[ ବନ୍ଧ୍ୟାତ୍ଵ ନିବୃତି ପ୍ରୟୋଗ ]

ଚତୁର୍ଭିଃ ଶ୍ରୀକଣ୍ଠୈଃ ଶିବୟୁବତିଭିଃ ପଞ୍ଚଭିରପି

   ପ୍ରଭିନ୍ନାଭିଃ ଶମ୍ଭୋର୍ନବଭିରପି ମୂଲପ୍ରକୃତିଭିଃ ।

ଚତୁଶ୍ଚତ୍ୱାରିଂଶଦ୍ୱସୁଦଲକଲାଶ୍ରତ୍ରିବଲୟ-

   ତ୍ରିରେଖାଭିଃ ସାର୍ଧଂ ତବ ଶରଣକୋଣାଃ ପରିଣତାଃ ॥ ୧୧॥

ଏହି ଶ୍ଳୋକର ମନ୍ତ୍ରରେ ଶ୍ରୀଚକ୍ର ନିର୍ମାଣ ର ସ୍ୱରୂପ ଦିଆଯାଇଅଛି।

ବୀଜ ମନ୍ତ୍ର- ଜପ-1000 ନିତ୍ୟ, ଆହୁତି-100, ତର୍ପଣ ଓ ମାର୍ଜଣ -10-10, ମୂଳ ଶ୍ଳୋକରେ ଆହୁତି-10, ଅବଧି-21 ଦିନ, ନୈବେଦ୍ୟ-butter, ଉପର ଯନ୍ତ୍ରକୁ ସ୍ଵର୍ଣ ପତ୍ର ରେ ଅଙ୍କିତ କରି ପ୍ରାଣ ପ୍ରତିଷ୍ଠା ପୁର୍ବକ 16 ଉପଚାର ପୂଜା ନିତ୍ୟ।

କୈଲାଶ ନାଥ ଅଗ୍ରୱାଲ, ଶ୍ରୀବିଦ୍ୟା ଉପାସକ

Continue….

     


 

 

 


 


Comments

Popular posts from this blog

  ଶ୍ରୀ ବିଦ୍ୟା—[ 51 ]- 24 - 07 -202 1 ଶ୍ରୀ ବାଲା-ବାଞ୍ଛା - ଦାତ୍ରୀ - ସ୍ତୋତ୍ରମ୍- ଐଂ ବିଦ୍ୟାକ୍ଷମାଲାସୁକପାଲମୁଦ୍ରାରାଜତ୍କରାଂ କୁନ୍ଦସମାନକାନ୍ତିମ୍ । ମୁକ୍ତାଫଲାଲଙ୍କୃତଶୋଭନାଙ୍ଗୀଂ ବାଲାଂ ଭଜେ ବାଙ୍ମୟସିଦ୍ଧିହେତୋଃ ॥ ୧॥ କ୍ଲୀଂ ଭଜେ କଲ୍ପବୃକ୍ଷାଧ ଉଦ୍ଦୀପ୍ତରତ୍ନାସନେ ସନ୍ନିଷଣ୍ଣାଂ ମଦାଘୂର୍ଣିତାକ୍ଷୀମ୍ । କରୈର୍ବୀଜପୂରଂ କପାଲେଷୁଚାପଂ ସପାଶାଙ୍କୁରାଂ ରକ୍ତବର୍ଣାଂ ଦଧାନାମ୍ ॥ ୨ ॥ ସୌଃ ବ୍ୟାଖ୍ୟାନମୁଦ୍ରାମୃତକୁମ୍ଭବିଦ୍ୟାଂ ଅକ୍ଷସ୍ରଜଂ ସନ୍ଦଧତୀଂ କରାବ୍ଜୈଃ । ଚିଦ୍ରୂପିଣୀଂ ଶାରଦଚନ୍ଦ୍ରକାନ୍ତିଂ ବାଲାଂ ଭଜେ ମୌକ୍ତିକଭୂଷିତାଙ୍ଗୀମ୍ ॥ ୩॥ ପାଶାଙ୍କୁଶୌ ପୁସ୍ତକମକ୍ଷସୂତ୍ରଂ କରୈର୍ଦଧାନାଂ ସକଲାମରାର୍ଚ୍ୟାମ୍ମ୍ । ରକ୍ତାଂ ତ୍ରିଣୋତ୍ରାଂ ଶଶିଶେଖରାଂ ତାଂ ଭଜେଽଖିଲର୍ଧ୍ୟୈ ତ୍ରିପୁରାଂ ଚ ବାଲାମ୍ ॥ ୪॥ ଆରକ୍ତାଂ ଶଶିଖଣ୍ଡମଣ୍ଡିତଜଟାଜୂଟାନୁବଦ୍ଧସ୍ରଜଂ      ବନ୍ଧୂକପ୍ରସବାରୁଣାମ୍ବରଧରାଂ ରକ୍ତାମ୍ବୁଜାଧ୍ୟାସିନୀମ୍ । ତ୍ୱାଂ ଧ୍ୟାୟାମି ଚତୁର୍ଭୁଜାଂ ତ୍ରିଣୟନାମାପୀନରମ୍ୟସ୍ତନୀଂ      ମଧ୍ୟେ ନିମ୍ନବଲିତ୍ରୟାଙ୍କିତତନୁଂ ତ୍ୱଦ୍ରୂପସମ୍ପତ୍ତୟେ ॥ ୫॥ ଆଧାରେ ତରୁଣାର୍କବିମ୍ବରୁଚିରଂ ସୋମପ୍ରଭଂ ବାଗ୍ଭବଂ      ବୀଜଂ ମାନ୍ମଥମିନ୍ଦ୍ରଗୋପକନିଭଂ ହୃତ୍ପଙ୍କଜେ ସଂସ୍ଥିତମ୍ । ରନ୍ଧ୍ରେ ବ୍ରହ୍ମପ...
  ପ୍ରାଣ ପ୍ରତିଷ୍ଠା ଓ ନ୍ୟାସ-- ଏକ ଆଧ୍ୟାତ୍ମିକ ବିଶ୍ଳେଷଣ-- ଗତାଙ୍କରୁ ଆଗେ-- ଏହି ଅକ୍ଷର ଗୁଡ଼ିକ ଶ୍ରୁତି ଅନୁସାରେ ନିମ୍ନ ଲକ୍ଷଣ ଅଟେ ଯାହାକି ବ୍ରହ୍ମଙ୍କର ଗୁଣକୁ ବୁଝାଇଥାଏ । ୧        ଅଂ       ମୃତ୍ୟୁଞ୍ଜୟ , ସର୍ବବ୍ୟାପକ ୨        ଆଂ       ଆକର୍ଷଣାତ୍ମକ , ସର୍ବଗତ ୩        ଇଂ       ପୁଷ୍ଟିଦାତା , ଅକ୍ଷୋଭକର ୪        ଈଂ       ବାକ୍‌ପ୍ରସାଦକର , ନିର୍ମଳ ୫        ଉଂ       ସର୍ବବଳପ୍ରଦ , ସାରତର ୬        ଊଂ       ଉଚ୍ଚାଟନକର , ଦୁଃସହ ୭        ଋଂ       ସଂକ୍ଷୋଭକର , ଚଞ୍ଚଳ ୮        ୠଂ       ସମ୍ମୋହନକର , ଉଜ୍ଜ୍ୱଳ ୯        ଲୁଂ      ...