Skip to main content

 

ଶ୍ରୀ ବିଦ୍ୟା—[51]-24-07-2021

ଶ୍ରୀ ବାଲା-ବାଞ୍ଛା-ଦାତ୍ରୀ-ସ୍ତୋତ୍ରମ୍-

ଐଂ ବିଦ୍ୟାକ୍ଷମାଲାସୁକପାଲମୁଦ୍ରାରାଜତ୍କରାଂ କୁନ୍ଦସମାନକାନ୍ତିମ୍ ।

ମୁକ୍ତାଫଲାଲଙ୍କୃତଶୋଭନାଙ୍ଗୀଂ ବାଲାଂ ଭଜେ ବାଙ୍ମୟସିଦ୍ଧିହେତୋଃ ॥ ୧॥

କ୍ଲୀଂ ଭଜେ କଲ୍ପବୃକ୍ଷାଧ ଉଦ୍ଦୀପ୍ତରତ୍ନାସନେ ସନ୍ନିଷଣ୍ଣାଂ ମଦାଘୂର୍ଣିତାକ୍ଷୀମ୍ ।

କରୈର୍ବୀଜପୂରଂ କପାଲେଷୁଚାପଂ ସପାଶାଙ୍କୁରାଂ ରକ୍ତବର୍ଣାଂ ଦଧାନାମ୍

ସୌଃ ବ୍ୟାଖ୍ୟାନମୁଦ୍ରାମୃତକୁମ୍ଭବିଦ୍ୟାଂ ଅକ୍ଷସ୍ରଜଂ ସନ୍ଦଧତୀଂ କରାବ୍ଜୈଃ

ଚିଦ୍ରୂପିଣୀଂ ଶାରଦଚନ୍ଦ୍ରକାନ୍ତିଂ ବାଲାଂ ଭଜେ ମୌକ୍ତିକଭୂଷିତାଙ୍ଗୀମ୍ ॥ ୩॥

ପାଶାଙ୍କୁଶୌ ପୁସ୍ତକମକ୍ଷସୂତ୍ରଂ କରୈର୍ଦଧାନାଂ ସକଲାମରାର୍ଚ୍ୟାମ୍ମ୍ ।

ରକ୍ତାଂ ତ୍ରିଣୋତ୍ରାଂ ଶଶିଶେଖରାଂ ତାଂ ଭଜେଽଖିଲର୍ଧ୍ୟୈ ତ୍ରିପୁରାଂ ଚ ବାଲାମ୍ ॥ ୪॥

ଆରକ୍ତାଂ ଶଶିଖଣ୍ଡମଣ୍ଡିତଜଟାଜୂଟାନୁବଦ୍ଧସ୍ରଜଂ

     ବନ୍ଧୂକପ୍ରସବାରୁଣାମ୍ବରଧରାଂ ରକ୍ତାମ୍ବୁଜାଧ୍ୟାସିନୀମ୍ ।

ତ୍ୱାଂ ଧ୍ୟାୟାମି ଚତୁର୍ଭୁଜାଂ ତ୍ରିଣୟନାମାପୀନରମ୍ୟସ୍ତନୀଂ

     ମଧ୍ୟେ ନିମ୍ନବଲିତ୍ରୟାଙ୍କିତତନୁଂ ତ୍ୱଦ୍ରୂପସମ୍ପତ୍ତୟେ ॥ ୫॥

ଆଧାରେ ତରୁଣାର୍କବିମ୍ବରୁଚିରଂ ସୋମପ୍ରଭଂ ବାଗ୍ଭବଂ

     ବୀଜଂ ମାନ୍ମଥମିନ୍ଦ୍ରଗୋପକନିଭଂ ହୃତ୍ପଙ୍କଜେ ସଂସ୍ଥିତମ୍ ।

ରନ୍ଧ୍ରେ ବ୍ରହ୍ମପଦେ ଚ ଶାକ୍ତମପରଂ ଚନ୍ଦ୍ରପ୍ରଭାଭାସୁରଂ

     ଯେ ଧ୍ୟାୟନ୍ତି ପଦତ୍ରୟଂ ତବ ଶିବେ ତେ ଯାନ୍ତି ସୂକ୍ଷ୍ମଂ ପଦମ୍ ॥ ୬॥

ରକ୍ତାମ୍ବରାଂ ଚନ୍ଦ୍ରକଲାବତଂସାଂ ସମୁଦ୍ୟଦାଦିତ୍ୟନିଭାଂ ତ୍ରିଣେତ୍ରାମ୍ ।

ବିଦ୍ୟାକ୍ଷମାଲାଭୟଦାନହସ୍ତାଂ ଧ୍ୟାୟାମି ବାଲାମରୁଣାମ୍ବୁଜସ୍ଥାମ୍ ॥ ୭॥

ଅକଲଙ୍କଶଶାଙ୍କାଭା ତ୍ର୍ୟକ୍ଷା ଚନ୍ଦ୍ରକଲାବତୀ ।

ମୁଦ୍ରାପୁସ୍ତଲସଦ୍ବାହା ପାତୁ ମାଂ ପରମା କଲା ॥ ୮॥

ମାତୁଲିଙ୍ଗପୟୋଜନ୍ମହସ୍ତାଂ କନକସନ୍ନିଭାମ୍ ।

ପଦ୍ମାସନଗତାଂ ବାଲାଂ ଧ୍ୟାୟାମି ଧନସିଦ୍ଧୟେ ॥ ୯॥

ବରପୀୟୂଷକଲଶପୁସ୍ତକାଭୀତିଧାରିଣୀମ୍

ସୁଧାଂ ସ୍ରବନ୍ତୀଂ ଜ୍ଞାନାପ୍ତ୍ୟୈ ବ୍ରହ୍ମରନ୍ଧ୍ରେ ବିଚିନ୍ତୟେ ॥ ୧୦॥

ଶୁକ୍ଲାବରାଂ ଶଶାଙ୍କାଭାଂ ଧ୍ୟାୟାମ୍ୟାରୋଗ୍ୟଦାୟିନୀମ୍ ।

ସୃଣିପାଶଧରାଂ ଦେବୀଂ ରତ୍ନାଲଙ୍କାରଭୂଷିତାମ୍ ॥ ୧୧॥

ଅକାରାଦିକ୍ଷକାରାନ୍ତବର୍ଣାବୟବଶାଲିନୀମ୍ ।

ପ୍ରସନ୍ନାମରୁଣାମୀକ୍ଷେ ସୌମନସ୍ୟପ୍ରଦାଂ ଶିବାମ୍ ॥ ୧୨॥

ପୁସ୍ତକଜପବଟହସ୍ତେ ବରଦାଭୟଚିହ୍ନବାହୁଲତେ ।

କର୍ପୂରାମଲଦେହେ ବାଗୀଶ୍ୱରି ଚୋଦୟାଶୁ ମମ ଚେତଃ ॥ ୧୩॥

ଇତି ବାଞ୍ଛାଦାତ୍ରୀସ୍ତୋତ୍ରଂ ସମ୍ପୂର୍ଣମ୍ ।



 

 

Comments

Popular posts from this blog

  ପ୍ରାଣ ପ୍ରତିଷ୍ଠା ଓ ନ୍ୟାସ-- ଏକ ଆଧ୍ୟାତ୍ମିକ ବିଶ୍ଳେଷଣ-- ଗତାଙ୍କରୁ ଆଗେ-- ଏହି ଅକ୍ଷର ଗୁଡ଼ିକ ଶ୍ରୁତି ଅନୁସାରେ ନିମ୍ନ ଲକ୍ଷଣ ଅଟେ ଯାହାକି ବ୍ରହ୍ମଙ୍କର ଗୁଣକୁ ବୁଝାଇଥାଏ । ୧        ଅଂ       ମୃତ୍ୟୁଞ୍ଜୟ , ସର୍ବବ୍ୟାପକ ୨        ଆଂ       ଆକର୍ଷଣାତ୍ମକ , ସର୍ବଗତ ୩        ଇଂ       ପୁଷ୍ଟିଦାତା , ଅକ୍ଷୋଭକର ୪        ଈଂ       ବାକ୍‌ପ୍ରସାଦକର , ନିର୍ମଳ ୫        ଉଂ       ସର୍ବବଳପ୍ରଦ , ସାରତର ୬        ଊଂ       ଉଚ୍ଚାଟନକର , ଦୁଃସହ ୭        ଋଂ       ସଂକ୍ଷୋଭକର , ଚଞ୍ଚଳ ୮        ୠଂ       ସମ୍ମୋହନକର , ଉଜ୍ଜ୍ୱଳ ୯        ଲୁଂ      ...
 
କାଲିକା ପ୍ରାତଃ ସ୍ମରଣମ୍‌ ଏହି ପାଠକୁ ସକାଳୁ ଶଯ୍ୟା ତ୍ୟାଗ ସମୟରେ ପ୍ରତିଦିନ ପଢ଼ିଲେ ଜ୍ଞାନ ପ୍ରାପ୍ତି ହୋଇଥାଏ , ସୁଖ ଭୋଗ ପର୍ଯ୍ୟାପ୍ତ ମିଳିଥାଏ । ବିପୁଳ ଯଶର ଉପଲବ୍ଧି ହୋଇଥାଏ ଏବଂ ଶେଷ ସମୟରେ ମୋକ୍ଷ ପ୍ରାପ୍ତି ହୋଇ ଶିବ ଲୋକରେ ସ୍ଥାନ ମି ଳେ ।      । ା ଅଥ କାଲିକା ପ୍ରାତଃ ସ୍ମରଣମ୍ ।ା ପ୍ରାତଃ ସ୍ମରାମି ଭବ-ଭୀତି-ହରାଂ ସୁରେଶୀଂ । କାଲୀଂ କୃପାର୍ଦ୍ର-ନୟନାଂ ନବ-ମେଘ ବର୍ଣ୍ଣାମ୍ ।ା ସୂର‌୍ୟେନ୍ଦୁ -ବହ୍ନ ି -ନୟନା ଂ ଭୃକୁଟୀ-କରାଲା ଂ । ସୃକ୍‌କ-ପ୍ରବାହ-ରୂଧିରାଂ ନର-ମୁଣ୍ଡ-ମାଳାମ୍ ।ା ୧ ।ା ପ୍ର ।ତଃ ସ୍ମରାମି ଜଗତାମଭିଳାଷ-ଦାତ୍ର ୀ ଂ । ଧାତ୍ରୀଂ ସମସ୍ତ-ଜଗତାଂ ଦ୍ରୁତ-ବାକ୍ -ପ୍ରଦାତ୍ରୀମ୍ ।ା ପଂଚ-ତି ୍ରକୋଣ-ନିଲୟା ଂ କୁଲ-ସାମରସ୍ୟ । ଂ । ଦିବ୍ୟୋଧ୍ୟ-ଶକ୍ତି -ନିକରୈଃ ସ୍ଥିତିଭିଃ ପରୀତାମ୍ ।ା ୨ ।ା ପ୍ରା ତଃ ସ୍ମରାମି ଶବ-ରୂପ-ଶିବୋପବିଷ୍ଟା ଂ । ମାର-ପ୍ରୟୁଦ୍ଧ-ନିରତା ଂ କର-କା ଂଚିଭୂଷାମ୍ । । ମୁଣ୍ଡାଭୟା ଂ ବରମସି ଂ ଦଧତୀ ଂ କରାବ୍‌ଜେ । କର୍ଣ୍ଣାବତଂସ-ଶବ-ଯୁଗ୍ମ-କିଶୋର-ଭୂଷାମ୍ । ା ୩ ।ା ପ୍ର ।ତଃ ସ୍ମରାମି ବସୁ -ପତ୍ର-ସରୋଜ-ମଧ୍ୟେ । ବ୍ରାହ୍ମ୍ୟୟାଦି-ମାତୃ-ବସୁ-ଭୈରବ-ଭୈରବୀଭିଃ ।ା ଇନ୍ଦ୍ର ।ଦି-ବଜ୍ର-କୀଣ୍ଣୈ ର୍ କ୍ଷିତି-ଗେହ-ବୀଜଂ । ସ୍ୱାଂକେ ଖଡ଼ଂଙ୍ଗ-ୟୁବତୀଂ ଦଧତୀଂ ତ୍ରି-ନେତ୍ରମ ।ା ୪ ।ା ପ୍ର ।ତଃ ସ୍ମରାମି ପିତୃ -କା...